ଆଜିର ଖବର ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ ବାଲୁଗାଁ: ଆଜି ଅପରାହ୍ନରେ ଆଇଏନଏସ ଚିଲିକା ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ଆନୁଷ୍ଠାନିକ ଭାବେ ୨୦୨୬ ସଂସ୍କରଣ ପ୍ରଥମ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ୍ ପ୍ୟାରେଡ ଅନୁଷ୍ଠିତ ହୋଇଯାଇଛି।…