ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ

ଭୁବନେଶ୍ବର: ବିଦ୍ୟାଳୟ କେବଳ ପାଠପଢାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା…