ଜାତୀୟ ଖବର ୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍ କିଷାନ୍ ଯୋଜନାର ଅବଧି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାକୁ ୨୦୨୬-୨୭ ରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ…