ଆଜିର ଖବର ଆଜି ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା -…