ବିଶେଷ ଖବର ଲକଡାଉନରେ ରଜର ମଜା ନେବା ପାଇଁ ଓଟିଡିସି ତରଫରୁ ଆରମ୍ଭ ହେଲା ‘ପିଠା ଅନ୍ ହ୍ବିଲ୍’ କାର୍ଯ୍ୟକ୍ରମ ଭୁବନେଶ୍ବର, ଆସନ୍ତାକାଲି ହେଉଛି ଓଡିଶାର ଗଣପର୍ବ ରଜ। ତିନିଦିନ ଧରି ସାରା ଓଡିଶାରେ ଏହି ପର୍ବ ପାଳନ କରାଯିବ। ହେଲେ କୋରନା ପାଇଁ ସାରା ଓଡିଶାରେ ଲାଗିଛି…