ଆଜିର ଖବର ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର (କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ସାତନାଳ ଛକରେ ଗୋଟିଏ ଅଜଣା ଗାଡ଼ି ଧକ୍କାରେ ଡାକ ସ୍ବାଇଁ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…