Hockey Worldcup23 ଚର୍ଚ୍ଚାରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ: ଖୋଲା ଦେହ ଓ ଲୁଙ୍ଗି ପିନ୍ଧି ହକି ନିମନ୍ତ୍ରଣକୁ କଲେ ଗ୍ରହଣ ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟ ସରକାର ବିଶ୍ବକପ ହକି ଆୟୋଜନରେ ମନୋନିବେଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନବୀନ ନିଜ ମନ୍ତ୍ରୀମାନଙ୍କୁ ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବା ପାଇଁ…