ବିଶେଷ ଖବର ବାତ୍ୟା ପରିଚାଳନା ସଂପର୍କିତ ବିଭିନ୍ନ ପଦକ୍ଷେପ ସଂପର୍କରେ ଡକୁମେଣ୍ଟେସନ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ…