ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ଗଠିତ ସୀତାରାମ ଅଗ୍ରୱାଲ ବାଣପୁର: ୧୯୬୩ ମସିହାରେ ପ୍ରତିଷ୍ଠିତ ଏବଂ ଓଡିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ରବିବାର…