ରାଜ୍ୟ ଖବର ଓଡିଶାରେ ୮୦୦୦ କୋଟି ଟଙ୍କାର ପ୍ରକଳ୍ପ ସହ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର…