ଆଜିର ଖବର ଦେବସ୍ନାନ ପାଇଁ ପ୍ରସ୍ତୁତି ଶେଷ, ସୁରକ୍ଷା ପାଇଁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ, ୧୪୪ ଧାରା ଲାଗୁହେଲା ପୁରୀ, ଦେବେସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଆଜି ରାତି ୧୦ଟାରୁ ଆସନ୍ତା ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି। ଭକ୍ତମାନେ ନ ଥିଲେ…