ପୁରୋହିତଙ୍କ କରୋନା ପରୀକ୍ଷା

ଗୌହାଟୀ, ଆସାମ ସରକାର ରାଜ୍ୟର ପୁରୋହିତ ବା ପୂଜାରୀଙ୍କୁ ଦୁର୍ଗା ପୂଜା ପୂର୍ବରୁ ସେମାନଙ୍କର କରୋନା ପରୀକ୍ଷା କରିବାକୁ ଅନୁରୋଧ କରିଛନ୍ତି। କାରଣ ହେଲା ଯଦି ସେମାନେ…