ପୁୂରୀ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।…