ଆଜିର ଖବର ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଦିନିକିଆ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ସମ୍ବଲପୁର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦେଶ ସ୍ୱାଧୀନତାର ୭୫…