ଆଜିର ଖବର ଖୋର୍ଦ୍ଧା ଜିଲ୍ଲା ମାଧ୍ୟମିକ ଶିକ୍ଷା ପକ୍ଷର ୧୨ ଜଣ ଅବସର କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ଶୋନାମିକା ରାୟଙ୍କ ସଭାପତିତ୍ବରେ ଖୋର୍ଦ୍ଧା ଜିଲ୍ଲା ମାଧ୍ୟମିକ ଶିକ୍ଷା ପକ୍ଷର ଅବସରକାଳୀନ ସମ୍ବର୍ଦ୍ଧନା ସଭା ଓ ପୂର୍ଣ୍ଣାଙ୍ଗ ପେନସନ…