ଆଜିର ଖବର ଶାନ୍ତି ବିନା ପର୍ଯ୍ୟଟନ ସମ୍ଭବ ନୁହେଁ: ଗ୍ୱାଲିୟରର ଆଇଆଇଟିଟିଏମ୍ ପୂର୍ବତନ ନିର୍ଦ୍ଦେଶକ ଭୁବନେଶ୍ୱର: ବିଶ୍ୱରେ ଶାନ୍ତି ବିନା ପର୍ଯ୍ୟଟନ ସମ୍ଭବ ନୁହେଁ। ଭାରତ ଶାନ୍ତିର ଦୂତ। ଶାନ୍ତି ଓ ମୈତ୍ରୀ ଭାବକୁ ପାଥେୟ କରି ବସୁଧୈବ କୁଟୁମ୍ବକମ୍ରେ ବିଶ୍ୱାସ କରେ…