ଆଜିର ଖବର ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟିର ଉଚ୍ଚସ୍ତରୀୟ ବୈଠକ ଭୁବନେଶ୍ଵର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟିର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର…