ଆଜିର ଖବର ପ୍ରେମ ପ୍ରତ୍ୟାଖ୍ୟାନର ଭୟଙ୍କର ପ୍ରତିଶୋଧ! ଯୁବତୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିବା ଉଦ୍ୟମ ସୁନ୍ଦରଗଡ଼: ଏକତରଫା ପ୍ରେମର ଉନ୍ମାଦ ପୁଣି ଥରେ ନେଇଛି ଭୟଙ୍କର ରୂପ। ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଥାନା ଅନ୍ତର୍ଗତ ସନ୍ତୋଷପୁର ଅଞ୍ଚଳରେ ଘଟିଛି ଏକ ହୃଦୟବିଦାରକ ଘଟଣା।…