ଆଜିର ଖବର ସିଙ୍ଗାପୁରରୁ ୬ ମାସିଆ ‘ପେଡ୍-ଇଣ୍ଟର୍ଣ୍ଣସିପ୍’ କରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ ଭୁବନେଶ୍ୱର: ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ।…