ଆଜିର ଖବର ଭୁବନେଶ୍ୱରରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ଷ୍ଟେସନ ମୁଖ୍ୟାଳୟ, ସ୍ଥଳସେନା ଷ୍ଟେସନ, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା…