ଆଜିର ଖବର ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ଅନ୍ତର୍ଗତ ନିମଖଣ୍ଡି ଗ୍ରାମ ପଣ୍ଡା ପୋଖରୀରେ ଗାଧୋଇବା ବେଳେ ଅସାବଧାନତାବଶତଃ ସୋମନାଥ ବାରିକ ନାମକ ଜଣେ ଯୁବକ ପାଣିରେ…