ପୋଲିସ କର୍ମୀ ନିହତ

ନୂଆଦିଲ୍ଲୀ: ପାକିସ୍ତାନରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଆତ୍ମଘାତୀ ବିସ୍ଫୋରଣକାରୀ ପୋଲିସକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ୯ ଜଣ ପୋଲିସ କର୍ମୀଙ୍କ ମୃତ୍ୟୁ ଘଟିଛି।…