ପୋଲିସ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ରୁଜାଙ୍ଗୀ ପେଟ୍ରୋଲ୍ ପମ୍ପ ସମ୍ମୁଖରେ ଅଟୋ ଏବଂ ସଦର ପୋଲିସ୍ ଗାଡ଼ି ମଧ୍ୟରେ ଦୁର୍ଘଟଣା ଘଟିଛି। ଅଟୋକୁ ବଞ୍ଚେଇବାକୁ ଯାଇ ପୋଲିସ୍…