ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ପୋଷଣ ସଚେତନତା କାର୍ଯ୍ୟକ୍ରମ ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟରେ ପୋଷଣ ସଚେତନତା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡ଼କ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼କ୍ଟର କୈଳାସ…