ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ବାଣପୁରର ଦିବ୍ୟଜ୍ୟୋତି ଭବନଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମକୁମାରୀ ସୁଜାତା ମୁଖ୍ୟ ସଞ୍ଚାଳିକା ଭାବେ କାର୍ଯ୍ୟକ୍ରମକୁ ପରିଚାଳନା…