ପ୍ରତ୍ୟୁଷା ରଜେଶ୍ୱରୀ

ନୟାଗଡ (ସୁଧାକର ମିଶ୍ର): ନୟାଗଡ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରଜେଶ୍ୱରୀଙ୍କ ନେତୃତ୍ୱରେ ନୟାଗଡର ଗୋଦାବରୀ କଲ୍ୟାଣୀ ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା।…