ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟରେ +୨ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ ବାଣପୁର: ଦୁଇଦିନ ଧରି +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ନବାଗତ ଛାତ୍ର ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ…