ଆଜିର ଖବର ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ପରଲୋକ ଭୁବନେଶ୍ୱର : ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଆଜି ଦିନ ୧୨ଟା ୩୦ମିନିଟରେ ପରଲୋକ ହୋଇଯାଇଛି ।…