ଆଜିର ଖବର ଏମଏନଆରଇ ପକ୍ଷରୁ ପିଏମ୍ କୁସୁମ୍ ଯୋଜନା ସମ୍ପର୍କରେ ଜନସାଧାରଣଙ୍କ ପାଇଁ ମାର୍ଗଦର୍ଶିକା ଜାରି ନୂଆଦିଲ୍ଲୀ: ନୂତନ ଏବଂ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (ଏମଏନଆରଇ) ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ଉର୍ଜା ସୁରକ୍ଷା ଏବଂ ଉତ୍ଥାନ ମହାଭିଯାନ (ପିଏମ୍-କୁସୁମ) ଯୋଜନା କାର୍ଯ୍ୟକାରୀ କରାଯାଉଛି।…