ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରଣାସୀଠାରେ ଆୟୋଜିତ ହେଉଥିବା ମାସେ ବ୍ୟାପୀ ‘କାଶୀ ତାମିଲ ସଙ୍ଗମମ୍‌’ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ । ଏଥିରେ ‘ଏକ ଭାରତ…