ପ୍ରଫେସର ଗଣେଶୀ ଲାଲ୍

ଭୁବନେଶ୍ୱର: ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରାଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ…