ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଉତ୍ତର ୨୪ ପରଗାନାର ବାରାସାତର ମଧ୍ୟମଗ୍ରାମ ଅଞ୍ଚଳରେ ଇଡି ଦ୍ୱାରା ସର୍ଚ୍ଚ ଅପରେସନ ଜାରି ରହିଛି। ବାଂଲାଦେଶୀ ଅନୁପ୍ରବେଶ ସହ ଜଡିତ ମନି ଲଣ୍ଡରିଂ…

ଭୁବନେଶ୍ବର: ଆସନ୍ତାକାଲି ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଚତୁର୍ଥ ସମନ ଜାରି କରିଛି। ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ପଚରାଉଚରା ପାଇଁ ଇଡି…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ପହଞ୍ଚିଛନ୍ତି। ସେ ରାତି ୧୧.୨୫ ରେ ଏୟାର ଇଣ୍ଡିଆ ବିମାନ ଯୋଗେ କୋଲକାତାରେ…

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ହୋଇଥିବା ରାସନ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର ସକାଳେ ବନଗାଓଁ ପୌର ସଂସ୍ଥାର ପୂର୍ବତନ ଅଧ୍ୟକ୍ଷ ଶଙ୍କର ଆଦ୍ୟାଙ୍କୁ ଗିରଫ କରିଛି।…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ତାପମାତ୍ରା ବଢ଼ିବାରେ ଲାଗିଛି। ଦୁର୍ନୀତି ଓ ମନି ଲଣ୍ଡରିଂ ତଦନ୍ତର ଗରମରେ ବିରୋଧୀଙ୍କ ବଡ଼ ବଡ଼ ଚେହେରା…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଲଗାତାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନୋଟିସକୁ ଅବମାନନା କରୁଛନ୍ତି। ମଦ ଦୁର୍ନୀତିରେ ଇଡି ତାଙ୍କୁ ତିନିଥର ପଚରାଉଚରା ପାଇଁ ଡାକିଛି।…

ନୂଆଦିଲ୍ଲୀ: ଝାଡଖଣ୍ଡର ବେଆଇନ ଖଣି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନିକଟବର୍ତ୍ତୀ ଲୋକଙ୍କ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢାଉ କରୁଛି। ଆଜି ଇଡି ମୁଖ୍ୟମନ୍ତ୍ରୀ ସୋରେନଙ୍କ…

ନୂଆଦିଲ୍ଲୀ: ଚାଇନାର ସ୍ମାର୍ଟଫୋନ୍ ନିର୍ମାତା ଭିଭୋ ବିରୋଧରେ ହୋଇଥିବା ଅର୍ଥ ହେରେଫେରେ ଘଟଣାରେ ଗତ ସପ୍ତାହରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭିଭୋ-ଇଣ୍ଡିଆର ତିନିଜଣ ଅଧିକାରୀଙ୍କୁ ଗିରଫ କରିଥିଲା।…

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ସଞ୍ଜୟ ସିଂଙ୍କ ବିରୋଧରେ ରାଉସ୍ ଆଭେନ୍ୟୁ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି। ଇଡି ୬୦…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅପରାଧିକ ଷଡ଼ଯନ୍ତ୍ରର ଧାରା ୧୨୦‘ବି’କୁ ବ୍ୟବହାର କରି ପିଏମ୍ଏଲ୍ଏ (ମନି ଲଣ୍ଡରିଂ) ମାମଲା ପ୍ରସ୍ତୁତ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

ନୂଆଦିଲ୍ଲୀ: ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତିରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଡକାଇଛି। ଇଡିଙ୍କ ପ୍ରଶ୍ନର ଉତ୍ତର ଦେବା ପୂର୍ବରୁ…

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ଅବକାରୀ ନୀତି ସହ ଜଡିତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ ପଠାଇଛି। ଆଜି ଇଡି ଏକ ବିଜ୍ଞପ୍ତି…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ରଥିନ ଘୋଷଙ୍କ ଘରେ ଚଢାଉ କରିଛି। ମଧ୍ୟମଗ୍ରାମ ପୌରପାଳିକାରେ ନିଯୁକ୍ତି ଦୁର୍ନୀତି ମାମଲାରେ ଏହି ଚଢାଉ…

ନୂଆଦିଲ୍ଲୀ: ଆମ ଅଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଅବକାରୀ ଦୁର୍ନୀତି ମାମଲାରେ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଛି। ଆଜି…

ନୂଆଦିଲ୍ଲୀ: ବ୍ୟାଙ୍କ ଠକେଇ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେଟ ଏୟାରୱେଜର ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ଗିରଫ କରିଛି। ଗଣମାଧ୍ୟମ ସୂତ୍ରରୁ…

ଚେନ୍ନାଇ: ସେନ୍ଥିଲ ବାଲାଜୀ ପରେ ତାମିଲନାଡୁ ସରକାରଙ୍କ ଅନ୍ୟ ଜଣେ ମନ୍ତ୍ରୀଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ତାମିଲନାଡୁ ସରକାରରେ ଶିକ୍ଷା ମନ୍ତ୍ରୀ କେ…

ନୂଆଦିଲ୍ଲୀ: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ପରେ ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏକ ବଡ଼ ଖୁଲାସା କରିଛି। ଏକ ଦିନ ପୂର୍ବରୁ ଇଡି ଏକ…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ବିରୋଧରେ ଆମ୍ ଆଦମୀ ପାର୍ଟି ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଛନ୍ତି। ଅବକାରୀ ନୀତି…

ନୂଆଦିଲ୍ଲୀ: ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ଏବଂ ଘନିଷ୍ଠ ସହଯୋଗୀଙ୍କ ଜମି ବଦଳରେ ଚାକିରି ଦେବା ମାମଲାରେ…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବର୍ତ୍ତମାନ ଦିଲ୍ଲୀ ଅବକାରୀ ମାମଲାରେ ମନୀଷ ସିସୋଦିଆଙ୍କୁ ଜେରା କରିବ। ତିହାରର ଜେଲ୍ ନଂ-୧ ରେ ମନୀଷ ସିସୋଦିଆଙ୍କୁ ଜେରା କରାଯିବ। ସୂଚନାନୁସାରେ,…