ପ୍ରବାସୀ ଭାରତୀୟ ସମ୍ମେଳନ

ଭୁବନେଶ୍ୱର: ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି ବୋଲି ଶୁକ୍ରବାର ପ୍ରବାସୀ ଭାରତୀୟ ସମ୍ମେଳନର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।…