ଆଜିର ଖବର ପ୍ରସାରଣ ସେବା ପୋର୍ଟାଲ ଉନ୍ମୋଚନ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଏବଂ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଆଜି ନୂଆଦିଲ୍ଲୀରେ ପ୍ରସାରଣ ସେବା ପୋର୍ଟାଲର ଉନ୍ମୋଚନ…