ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା: ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଦେଲେ ଗୁରୁତ୍ଵ ଭୁବନେଶ୍ବର: ଚଳିତ ବର୍ଷ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି…