ଆଜିର ଖବର ପ୍ରାଚୀନ ଭାରତୀୟ ଜ୍ଞାନ କୌଶଳକୁ ଶିକ୍ଷା ବ୍ୟବସ୍ଥାରେ ସାମିଲ କରିବା ପାଇଁ ମତ ପ୍ରକାଶ କଲେ ବିଶେଷଜ୍ଞ ଭୁବନେଶ୍ୱର: ପ୍ରାୟ ଦୁଇ ଶତାବ୍ଦୀ ଧରି ଭାରତୀୟମାନଙ୍କ ମନସ୍ତତ୍ୱରେ ଗୋଟିଏ ବିଷୟ ବସା ବାନ୍ଧି ରହିଛି ଯେ ସମସ୍ତ ବୈଜ୍ଞାନିକ ତତ୍ୱର ଉତ୍ପତ୍ତି ଓ ବିକାଶ କେବଳ…