ଆଜିର ଖବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ ନୂଆଦିଲ୍ଲୀ: ଆଗା ଖାନ୍ ଡେଭେଲପମେଣ୍ଟ ନେଟୱାର୍କ (ଏକେଡିଏନ) ର ଅଧ୍ୟକ୍ଷ ମହାମହିମ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।…