ପ୍ରେରଣାଦାୟୀ ଚଳଚ୍ଚିତ୍ର

ଖୋର୍ଦ୍ଧା: ଓଡ଼ିଆ ସିନେମା ‘ଦମନ’ର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଏବଂ ସବଡିଭିଜିନ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ।…