ଆଜିର ଖବର ରାଜ୍ୟରେ ପ୍ଲାଜମା ଥେରାପି ଉଦଘାଟିତ, ମୁଖ୍ୟମନ୍ତ୍ରୀ କହିଲେ କେହି ବି ମେଡିକାଲ ସୁବିଧାରୁ ବଞ୍ଚିତ ହେବେନି ଭୁବନେଶ୍ବର, ରାଜ୍ୟରେ ଆଜି ପ୍ଲାଜମା ଥେରାପି ଉଦଘାଟିତ ହୋଇଛି। କଟକ ଏସସିବି ମେଡିକାଲରେ ପ୍ଲାଜମା ଥେରାପିକୁ ଉଦଘାଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ…