ଆଜିର ଖବର କାଉଁରିଆ ଉପରେ ଲାଗିଲା କଟକଣା ପୁରୀ : ଦୀପାବଳିରେ ହେଉଥିବା ପୟା ଶ୍ରାଦ୍ଧ ଉପରେ ପ୍ରଶାସନ କଟକଣା ଲଗାଇଛି। ଶ୍ରୀମନ୍ଦିର ଆଗରେ କାଉଁରିଆ କାଠି ଜାଳି ପାରିବେନି ଶ୍ରଦ୍ଧାଳୁ ବୋଲି ସୂଚନା ରହିଛି…