ଆଜିର ଖବର ଫସଲବୀମା ସପ୍ତାହ ଅବସରରେ ଜନସଚେତନତା ବୃଦ୍ଧି ପାଇଁ ବାହାରିଲା ପ୍ରଚାର ଗାଡି ଭୁବନେଶ୍ବର, ଫସଲବୀମା ସପ୍ତାହ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାର ପ୍ରଚାର ଓ ପ୍ରସାର ଏବଂ ଚାଷୀମାନଙ୍କ ମଧ୍ୟରେ ଜନସଚେତନତା ବୃଦ୍ଧି ନିମନ୍ତେ ଫସଲବୀମା ଯୋଜନା ପ୍ରଚାର…