ଆଜିର ଖବର ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ ଭୁବନେଶ୍ଵର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଫିନଟେକ୍ ଓ ଇନସ୍ୟୁରଟେକ୍ ସାର୍ଟିଫିକେଟ ପ୍ରୋଗ୍ରାମ ଅଧୀନରେ ନିଜର ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କରିଛନ୍ତି। ୭ଜଣ…