ଫୁଲୁଛି ନଦୀ

ଭୁବନେଶ୍ବର: ଓଡିଶାରେ ଲଗାତର ବର୍ଷା ଯୋଗୁଁ ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ଏହି ବର୍ଷା ଆହୁରି କିଛିଦିନ ରହିଥିବାରୁ କେତେକ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।…