ଆଜିର ଖବର ୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ସିରିଜ ଦୁର୍ଘଟଣା: ଦୁଇ ମୃତ, ୯ ଆହତ ନିରାକାରପୁର: ନିରାକାରପୁର ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…