ଆଜିର ଖବର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା, ସ୍କୁଲ ଛୁଟି କଲେ ଜିଲ୍ଲାପାଳ ଭୁବନେଶ୍ବର: ଗତକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆଜି ଉପକୂଳ ଓଡିଶା ସମେତ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଏହି…