ଆଜିର ଖବର ହିନ୍ଦୁମାନଙ୍କୁ ହେଉଥିବା ନୃଶଂସ ହତ୍ୟା ବିରୋଧରେ ବଜରଙ୍ଗଦଳ ବିଶ୍ବହିନ୍ଦୁ ପରିଷଦ କର୍ମିଙ୍କ ବିକ୍ଷୋଭ ଭୁବନେଶ୍ବର: ହିନ୍ଦୁମାନଙ୍କୁ ହେଉଥିବା ନୃଶଂସ ହତ୍ୟା ବିରୋଧରେ ବଜରଙ୍ଗଦଳ ବିଶ୍ବହିନ୍ଦୁ ପରିଷଦ ତରଫରୁ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ କର୍ମିମାନେ ପାକିସ୍ତାନର କୁଶ ପୁତ୍ତଳିକା ଦାହ…