ଆଜିର ଖବର ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ବଡ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ…