ଆଞ୍ଚଳିକ ଚିଲିକା: ବଡକୁଳ ଗ୍ରାମ ପଞ୍ଚାୟତ ପରିସରରେ ପ୍ରଶାସନିକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ‘ପଲ୍ଲୀରେ ପ୍ରଶାସନ’ ଜିଲ୍ଲା ପ୍ରଶାସନ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ…