ବିଶେଷ ଖବର ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା…