ଅପରାଧ ଡିଭିଏଫ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେସନରେ ବିପୁଳ ମାଓ ସାମଗ୍ରୀ ଜବତ କୋରାପୁଟ: କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ଥାନା ଅଧୀନ ବାଦଲିପାହାଡ଼ ଜଙ୍ଗଲ ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିବାରେ କୋରାପୁଟ ପୋଲିସ ସଫଳ ହୋଇଛି। ଏଥିସହ ସେଠାରୁ…